ଦେଶରେ ବଢ଼ିବାରେ ଲାଗିଛି ଏଚ୍ଏମ୍ପି ଆକ୍ରାନ୍ତଙ୍କ ସଂଖ୍ୟା। ନାଗପୁରରେ ଆଉ ୨ଜଣ ଏଚ୍ଏମ୍ପି ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନାଗପୁରେ ଏହି ଭାଇରସ୍ ଦ୍ବାରା ଆକ୍ରାନ୍ତ ହୋଇଥିବା ଦୁଇ ଶିଶୁଙ୍କ ବୟସ ୭ ଏବଂ ୧୪ ବର୍ଷ। ଉଭୟ ଜ୍ବର, କାଶରେ ପୀଡିତ ଅଛନ୍ତି । ଏହି ଦୁଇ ଜଣଙ୍କୁ ମିଶାଇ ଦେଶରେ ସମୁଦାୟ ଏଚ୍ଏମ୍ପି ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ନାଗପୁରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦୁଇ ଜଣଙ୍କ ଠାରେ ଏଚଏମପି ଭୂତାଣୁ ଥିବା ରିପୋର୍ଟରେ ଜଣାପଡିଛି ।
Trending
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
Prev Post