କିଛି ବର୍ଷର ନିରବତା ପରେ ପୁଣି ଦେଶରେ କୋଭିଡ ଭୂତାଣୁକୁ ନେଇ ଭୟ ସୃଷ୍ଟି ହୋଇଛି । ସିଂଗାପୁର ପରେ ଭାରତରେ କୋଭିଡର ନୂଆ ଭାରିଆଣ୍ଟ ଦ୍ୱାରା ସଂକ୍ରମିତ ୩୨୪ ଜଣ ଚିହ୍ନଟ ହୋଇଛନ୍ତି । ଭାରତରେ କୋଭିଡର ନୂଆ ଭାରିଆଣ୍ଟ କେପି-୧ ଓ କେପି-୨ ଦ୍ୱାରା ସଂକ୍ରମିତ ହୋଇଛନ୍ତି ଏହି ୩୨୪ ବ୍ୟକ୍ତି । ଏହି ଭାରିଆଣ୍ଟ ଜେଏନ-୧ ଭାରିଆଣ୍ଟର ଉପ ଭାରିଆଣ୍ଟ ବୋଲି ବିଶେଷଜ୍ଞମାନେ କହିଛନ୍ତି । ଏନେଇ ବିଶେଷଜ୍ଞମାନେ କହିଛନ୍ତି କି ଏହି ଦୁଇ ଭାରିଆଣ୍ଟ ଉଭୟ ଶିଶୁ ଓ ବୟସ୍କମାନଙ୍କ ପାଇଁ ବିପଦ ସୃଷ୍ଟି କରିବ । ହେଲେ ଏହା ଅତ୍ୟାଧିକ ବିପଦ ନୁହେଁ ବୋଲି ବୈଜ୍ଞାନିକମାନେ କହିଛନ୍ତି । ଏହାସହ ଏହି ଭାରିଆଣ୍ଟର ସଂକମଣ ତୀବ୍ରତା କମ୍ ବୋଲି ସେମାନେ କହିଛନ୍ତି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ