ଜୀବନ ରକ୍ଷକ ଔଷଧମାନଙ୍କୁ ଅଧିକ ଶସ୍ତା କରିବା ଦିଗରେ ସରକାରଙ୍କର ବଡ ପଦକ୍ଷେପ । ଭାରତ ସରକାର ତିନିଟି ପ୍ରମୁଖ କ୍ୟାନ୍ସର ଔଷଧର MRP କମେଇବାକୁ ଔଷଧ ନିର୍ମାତାମାନଙ୍କୁ ନିର୍ଦେଶ ଦେଇଛନ୍ତି । ଏହି ଔଷଧମାନଙ୍କୁ କଷ୍ଟମ୍ ଶୁଲ୍କରୁ ମୁକ୍ତ କରିବା ଏବଂ ଜିଏସଟି ହାରକୁ ୧୨% ରୁ ୫% କରାଯାଇଛି। ୨୦୨୪-୨୫ ବଜେଟର ଏହାର ଘୋଷଣା ହୋଇଥିଲା ।ନ୍ୟାସନାଲ୍ ଫାର୍ମାସିଉଟିକାଲ୍ ପ୍ରାଇସିଂ ଅଥରିଟି ନିର୍ମାତାମାନଙ୍କୁ ଏହି ଲାଭ ଜଣେ ଉପଭୋକ୍ତା ପର୍ଯ୍ୟନ୍ତ ପହଁଚାଇବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ