ଟେନସନ୍ ଶରୀର ପାଇଁ ସ୍ଲୋ ପଏଜନ୍ ଭଳି କାମ କରେ

ବିଭିନ୍ନ କାରଣ ନେଇ ଆଜିର ଜୀବନଶୈଳୀ ଅତ୍ୟନ୍ତ ଜଟିଳ ହୋଇଛି, ଯେଉଁଥିପାଇଁ ଲୋକ ଚାପଗ୍ରସ୍ତ ରହୁଛନ୍ତି । କିନ୍ତୁ ଛୋଟ କାରଣ ଭାବରେ ବିଚାର କରି ଟେନସନକୁ ଅଣଦେଖା କରନ୍ତୁ ନାହିଁ । ଏପରି କରିବା ଦ୍ୱାରା ଆପଣଙ୍କର ସମସ୍ୟା ଆହୁରି ବଢ଼ିବ । ଟେନସନ ଦୂର କରିବାର ଅର୍ଥ ନୁହେଁ ଯେ ଆପଣ ପ୍ରତିଯୋଗିତାର ଦୌଡ଼କୁ ଛାଡ଼ିଦିଅନ୍ତି  । କିନ୍ତୁ କିଛି ଜୀବନଶୈଳୀରେ ପରିବର୍ତ୍ତନ ସହିତ, ଆପଣ ଆପଣଙ୍କ ଚାପକୁ ହ୍ରାସ କରି ଖୁସି ଏବଂ ଟେନସନ ମୁକ୍ତ ଜୀବନ ବିତାଇ ବାରେ ସହାଯ୍ୟ କରିବ । ଅନ୍ୟଥା ଷ୍ଟ୍ରେସ୍ ଭିତରେ ମୂଲ୍ୟବାନ ଜୀବନ ଛନ୍ଦି ହୋଇପଡ଼ିବ , ଆପଣ ଅସ୍ତବ୍ୟସ୍ତ ଭଳି ଅନୁଭବ କରିବେ । କାରଣ ଟେନସନ୍ ଶରୀର ପାଇଁ ସ୍ଲୋ ପଏଜନ୍ ଭଳି କାମ କରେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କୁହନ୍ତି ।

Leave a comment