କିଛି ଜିଲାରେ ଡିପଥେରିଆ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଯେହେତୁ ଏହା ଏକ ବାୟୁବାହିତ ରୋଗ, ତେଣୁ ଲୋକମାନେ ମାସ୍କ ପିନ୍ଧନ୍ତୁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୩ ଜିଲାରୁ ୨୧ ରୋଗୀ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି।ଅନ୍ୟପଟେ, ଡିପଥେରିଆ ମୁକାବିଲା ପାଇଁ ଆସନ୍ତାକାଲିଠୁ ଦିଆଯିବ ବୁଷ୍ଟର ଡୋଜ। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶିକା ଡା. ସଂଯୁକ୍ତା ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧ ବର୍ଷ ଶିଶୁଙ୍କୁ ପେଣ୍ଟା ଡୋଜ ଓ ୫ରୁ ୧୫ ବର୍ଷଙ୍କୁ ଟିଡି ଡୋଜ ଦିଆଯିବ। ସର୍ଭେଲାନ୍ସ ଚାଲିଛି, ଲକ୍ଷଣ ଥିଲେ ଆଣ୍ଟିବାୟୋଟିକ ଦିଆଯାଉଛି।
Trending
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ