ଭୁବନେଶ୍ବର: ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୬ ଶହ ଛୁଇଁବାକୁ ବସିଥିବା ବେଳେ ରାଜଧାନୀରେ ଦ୍ବିତୀୟ ଡେଙ୍ଗୁ ମୃତ୍ୟୁ ହୋଇଛି। କ୍ୟାପିଟାଲ୍ ହସ୍ପିଟାଲ୍ରେ ଡେଙ୍ଗୁ ଜଣେ ପ୍ରସୂତିଙ୍କ ଜୀବନ ନେଇଛି। ମୃତା ମହିଳା ହେଉଛନ୍ତି ଭିଏସ୍ଏସ୍ ନଗରରେ ରହୁଥିବା ଭଦ୍ରକର ଶର୍ମିଷ୍ଠା ସେନାପତି। ଶିଶୁକନ୍ୟାଙ୍କୁ ଜନ୍ମ ଦେବାର ୭ ଦିନ ପରେ ତାଙ୍କର ମୃତ୍ୟୁ ହୋଇଛି। ଶିଶୁକନ୍ୟା ସୁସ୍ଥ ଥିବା ହସ୍ପିଟାଲ୍ ପକ୍ଷରୁ କୁହାଯାଇଛି।ଗତ ୨୧ ତାରିଖରେ ଶର୍ମିଷ୍ଠା ଗର୍ଭଜନିତ କଷ୍ଟ ଯୋଗୁ କ୍ୟାପିଟାଲ୍ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିଲେ। ୨୩ ତାରିଖରେ ସେ ଏକ କନ୍ୟାସନ୍ତାନ ଜନ୍ମ ଦେଇଥିଲେ। ସେତେବେଳେ ସେ ସୁସ୍ଥ ଥିଲେ। ୨୫ ତାରିଖରେ ସେ ଅସୁସ୍ଥ ଅନୁଭବ କରିଥିଲେ। ଜ୍ବର ହେବା ସହ ବାନ୍ତି ହୋଇଥିଲା। ଏଣୁ ତାଙ୍କର ଅନ୍ୟାନ୍ୟ ପରୀକ୍ଷା ସହ ଡେଙ୍ଗୁ ପରୀକ୍ଷା କରାଯାଇଥିଲା। ସେତେବେଳେ ତାଙ୍କର ଡେଙ୍ଗୁ ପଜିଟିଭ୍ ରିପୋର୍ଟ ଆସିବାରୁ ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।
Trending
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
Prev Post