ଡାଇବେଟିସ୍ ସମସ୍ୟା ଥରେ ଦେଖାଦେଲେ ପ୍ରତିଦିନ ମେଡିସିନ ଖାଇବାକୁ ପଡ଼ିଥାଏ। ହେଲେ କେତେଜ ଜୁସ୍କୁ ଖାଦ୍ୟ ତାଲିକାରେ ସାମିଲକଲେ ଡାଇବେଟିସ୍କୁ ନିୟନ୍ତ୍ରଣରେ ରଖାଯାଇପାରିବ…
କଲରା ଜୁସ୍: କଲରା ଜୁସ୍ ରକ୍ତରେ ଶର୍କରା ପରିମାଣକୁ ନିୟନ୍ତ୍ରଣରେ ରଖିବାରେ ବେଶ୍ ସାହାଯ୍ୟକରେ। କଲରାରେ ଥିବା ପଲିପେପ୍ଟାଇଡ୍-ପି ବା ପି-ଇନ୍ସୁଲିନ୍ ନାମକ ଏକ ଇନ୍ସୁଲିନ୍ ଜାତୀୟ ଉପାଦାନ ଡାଇବେଟିସ୍ ସମସ୍ୟା କମାଇଥାଏ।
ଅଁଳା ଜୁସ୍: ଅନେକ ଔଷଧୀୟ ଗୁଣରେ ଭରପୂର ଅଁଳା ଡାଇବେଟିସ୍ କମ୍ କରିବାରେ ମଧ୍ୟ ବେଶ୍ ଉପଯୋଗୀ। ଏଥିରେ ଫାଇବର ମାତ୍ରା ଅଧିକ ଥିବାରୁ ହଜମକ୍ରିୟା ଧୀର କରି ରକ୍ତରେ ଶର୍କରା ମାତ୍ରା ଅଧିକ ହେବାକୁ ଦିଏ ନାହିଁ। ଏଥିରେ ଥିବା କ୍ରୋମିଅମ୍ ମିନେରାଲ୍ କାର୍ବୋହାଇଡ୍ରେଟ୍ ମେଟାବୋଲିଜମ୍ ସହ ଇନ୍ସୁଲିନ୍ କ୍ଷରଣ ଠିକ୍ ଭାବରେ କରିବାରେ ସାହାଯ୍ୟକରେ, ଯାହାଦ୍ୱାରା ଡାଇବେଟିସ୍ ନିୟନ୍ତ୍ରଣରେ ରହିଥାଏ।
ପାଳଙ୍ଗ ଜୁସ୍: ପାଳଙ୍ଗରେ ରହିଛି ଭରପୂର ମାତ୍ରାରେ ଫୋଲେଟ୍, ଡାଏଟାରି ଫାଇବର, ଭିଟାମିନ୍- ଏ, ବି, ସି, ଇ, କେ।
Trending
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
- ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
- ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍ଟ୍ୟାଗ ବାର୍ଷିକ ପାସ୍
Prev Post
Next Post