ଦିିନର ଆରମ୍ଭ ଯଦି ଗୋଟିଏ ଗିନା ଦଲିଆରୁ ଆରମ୍ଭ ହୁଏ, ତେବେ ହୃତ୍ପିଣ୍ଡ ସମ୍ପୂର୍ଣ୍ଣ ସୁସ୍ଥ ରହିଥାଏ। ବ୍ରିଟେନ୍ ସ୍ଥିତ ନ୍ୟୁ କ୍ୟାସଲ୍ ୟୁନିଭର୍ସିଟିରେ ହୋଇଥିବା ଗବେଷଣାରୁ ଏହା ଜଣାପଡ଼ିଛି। ଗବେଷକମାନେ ମାନବ ସ୍ବାସ୍ଥ୍ୟ ଉପରେ ନିୟମିତ ଖାଦ୍ୟର ସକାରାମତ୍କ ପ୍ରଭାବ ଆକଳନ କରିବାକୁ ଯାଇ ଏହି ନିଷ୍କର୍ଷରେ ପହଞ୍ଚତ୍ଛନ୍ତି। ଗବେଷକଙ୍କ ଅନୁସାରେ, ଦଲିଆ ଫାଇବର୍ର ଉତ୍ତମ ସ୍ରୋତ। ଏହି ଫାଇବର୍ ପାକସ୍ଥଳୀରେ ଏକ ଗାଢ଼ ଜେଲ୍ ଆକାରର ରୂପ ନେଇଥାଏ। ଯାହା ପେଟକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ପୂରିଲା ପୂରିଲା ଅନୁଭବ କରାଇଥାଏ। ଏହା ପାଚନ କ୍ରିୟାକୁ ସୁଚାରୁରୂପେ କାର୍ଯ୍ୟକ୍ଷମ କରିବା ସହ ଏନ୍ଜାଇମ୍ ମଧ୍ୟ ବଢ଼ାଇଥାଏ। କେବଳ ସେତିକି ନୁହେଁ, ଏହା ବ୍ୟାଟ୍ରିକ୍ ଏସିଡ୍ ସମେତ ଅନ୍ୟ ଅମ୍ଳର ନିର୍ମାଣ କରିଥାଏ। ରୋଗପ୍ରତିରୋଧକ ତନ୍ତ୍ରକୁ ମଜଭୁତ୍ କରିବା ସହ ଭଲ ବ୍ୟାକ୍ଟେରିଆଙ୍କ ସଂଖ୍ୟା ବୃଦ୍ଧି କରେ। ତେବେ ଗବେଷକଙ୍କ ଅନୁସାରେ, ଦଲିଆରେ ଚିନି ପରିବର୍ତ୍ତେ ମହୁର ଉପଯୋଗ ସବୁଠୁ ଉତ୍ତମ ରହିଥାଏ।
Trending
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
Prev Post
Next Post