ଶରୀରକୁ ସୁସ୍ଥ ତଥା ନୀରୋଗ ରଖିବାକୁ କିଏ ବା ନ ଚାହେଁ? ଏଥିପାଇଁ ନିୟମିତ ବ୍ୟାୟାମ ନିଶ୍ଚୟ କରୁଥିବେ। ତେବେ ନିଜର ଦୈନନ୍ଦିନ ଜୀବନରେ ଯୋଗକୁ ମଧ୍ୟ ସାମିଲ କରନ୍ତୁ। କାରଣ ଶରୀରକୁ ଫିଟ୍ ରଖିବା ପାଇଁ ଯୋଗକୁ ହଁି ବିକଳ୍ପ ଭାବେ ଆପଣେଇବାକୁ ପଡ଼ିବ। ଏହାଦ୍ୱାରା ଆମ ଶରୀରର ଅଙ୍ଗପ୍ରତ୍ୟଙ୍ଗଗୁଡ଼ିକ ମଜଭୁତ ହୋଇଥାଏ। ଶରୀରରେ ରକ୍ତ ସଞ୍ଚାଳନ ମଧ୍ୟ ଠିକ୍ ଭାବରେ ହେବା ସହ ଆଭ୍ୟନ୍ତରୀଣ ଅଙ୍ଗଗୁଡ଼ିକ ମଧ୍ୟ ଦୃଢ଼ ହୋଇଥାଏ। ରକ୍ତଚାପ ବା ବ୍ଲଡ୍ପ୍ରେସର ସନ୍ତୁଳିତ ରହିଥାଏ। ଯଦି ଜଣେ ବ୍ୟକ୍ତି ଚାପଗ୍ରସ୍ତ ଅଛନ୍ତି ଏଥିରୁ ସହଜରେ ମଧ୍ୟ ରକ୍ଷା ପାଇପାରିବେ। ପ୍ରତିଦିନ କିଛି ସମୟ ଯୋଗ କରନ୍ତୁ। ଏହାଦ୍ୱାରା ମାନସିକତା ସକାରାତ୍ମକ ରହିଥାଏ। ତା’ସହ ଚାପ, ଅବସାଦ ପରି ସମସ୍ୟାରୁ ଅନେକାଂଶରେ ମୁକ୍ତି ମିଳିଥାଏ।
Trending
- ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ , ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Next Post