ଦୀର୍ଘ ସମୟ ପର୍ଯ୍ୟନ୍ତ ଅଧିକ ମାତ୍ରାରେ ମଦ୍ୟପାନ କରିବା ଦ୍ୱାରା ଶରୀରର ନୁ୍ୟରନ୍ସ(ସ୍ନାୟୁ) ଆକାରରେ ପରିବର୍ତ୍ତନ ଦେଖାଦେଇଥାଏ । ମଦ୍ୟପାନ କରିବା ବୟସ୍କଙ୍କ ମସ୍ତିଷ୍କ ଅପେକ୍ଷା ଯୁବକଙ୍କ ମସ୍ତିଷ୍କ ଉପରେ ଅଧିକ ନକାରାତ୍ମକ ପ୍ରଭାବ ପକାଇଥାଏ । କିଶୋରାବସ୍ଥାରେ ମଦ୍ୟପାନ କରିବା ଦ୍ୱାରା ମସ୍ତିଷ୍କର ବିକାଶ ବାଧାପ୍ରାପ୍ତ ହୋଇଥାଏ । ଫଳରେ ମସ୍ତିଷ୍କର କାର୍ଯ୍ୟକ୍ଷମତାକୁ ହ୍ରାସ କରିଥାଏ । ଯୁବାବସ୍ଥାରେ ମଦ୍ୟପାନ କରିବା ଦ୍ୱାରା ବ୍ଲାକଆଉଟ୍ ଅର୍ଥାତ ସ୍ମରଣଶକ୍ତି ସହ ଜଡ଼ିତ ସମସ୍ୟା ଦେଖାଦେଇପାରେ । ପରବର୍ତ୍ତୀ ସମୟରେ ମସ୍ତିଷ୍କ ଏହାର ନିୟନ୍ତ୍ରଣ ବି ହରାଇଥାଏ ।ଏହା ବ୍ୟତୀତ ଆଲକୋହଲିକ୍ ହେପାଟାଇଟିସ୍ ସମସ୍ୟା ଦେଖାଦେଇଥାଏ । ଏଭଳି ସ୍ଥିତିରେ ବ୍ୟକ୍ତି ଯକୃତ ଓ ପେଟରେ ଯନ୍ତ୍ରଣା ଅନୁଭବ କରିବା ସହ ଜ୍ୱର, ବାନ୍ତି, ଜଣ୍ଡିସ୍ ଭଳି ସମସ୍ୟା ଦେଖାଦେଇଥାଏ । ଆଲକୋହଲିକ ଫ୍ୟାଟି ଲିଭର ଏପରି ଏକ ମେଡିକାଲ କଣ୍ଡିସନ୍ ଯେଉଁଥିରେ ଯକୃତରେ ଫ୍ୟାଟ୍ ମାତ୍ରା ଅଧିକ ରହିଥାଏ ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post