ଆପଣ ଜାଣିଛନ୍ତି କି ଏହି ରାସାୟନିକ କେମିକାଲ ଆମ ଶରୀର ପ୍ରତି ଅତ୍ୟନ୍ତ ବିପବିଜ୍ଜନକ । ଏହି କେମିକାଲ ଆମ ଡେ ଟୁଡେ ଲାଇଫରେ ବ୍ୟବହାର କରୁଥିବା ପ୍ରସାଧନ ସାମଗ୍ରୀରେ ବହୁଳ ବ୍ୟବହାର କରାଯାଏ । ବିଶେଷକରି ୱାଟରଫ୍ରୁଫ୍ କସମେଟିକ ବଡି ଲୋଶନ, ସନସ୍କ୍ରିମ, ଲିପଷ୍ଟିକ, ନେଲ ପଲିସ, ଫାଉଣ୍ଡେସନ, ଆଇଶ୍ୟାଡୋ, ମସ୍କାରା ଇତ୍ୟାଦିରେ କରେ ପିଏଫଏଏସ ରହିଥାଏ । ୱାଟରଫ୍ରୁପ୍ ଯୋଗୁ ପାଣି ସଂସ୍ପର୍ଶରେ ଆସିଲେ ଏଥିରେ କିଛି ପ୍ରଭାବ ପଡି ନ ଥାଏ ।ଏକ ଅଧ୍ୟୟନରୁ ଜଣାପଡିଛି କି, ଏହି ରାସାୟନିକ ତତ୍ତ୍ୱରେ କ୍ୟାନସର ତତ୍ତ୍ୱ ରହିଛି । ଯାହା ପିଲା ଠାରୁ ଆରମ୍ଭ କରି ମହିଳା ଓ ବୃଦ୍ଧ ପର୍ଯ୍ୟନ୍ତ କ୍ଷତିକାରକ ସାବ୍ୟସ୍ତ ହୋଇପାରେ । ସେଣ୍ଟର ଫର୍ ଡିଜିଜି କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍ସନ ଅନୁସାରେ, ପିଏଫ୍ଏଏସ ରାସାୟନିକ ତତ୍ତ୍ୱ ମଣିଷର ରକ୍ତରେ ପାଣି, ଖାଦ୍ୟ, ପବନ ଆଦି ଜରିଆରିରେ ଶରୀରରେ ପ୍ରବେଶ କରିଥାଏ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Next Post