ଆପଣ ଜାଣିଛନ୍ତି କି ଏହି ରାସାୟନିକ କେମିକାଲ ଆମ ଶରୀର ପ୍ରତି ଅତ୍ୟନ୍ତ ବିପବିଜ୍ଜନକ । ଏହି କେମିକାଲ ଆମ ଡେ ଟୁଡେ ଲାଇଫରେ ବ୍ୟବହାର କରୁଥିବା ପ୍ରସାଧନ ସାମଗ୍ରୀରେ ବହୁଳ ବ୍ୟବହାର କରାଯାଏ । ବିଶେଷକରି ୱାଟରଫ୍ରୁଫ୍ କସମେଟିକ ବଡି ଲୋଶନ, ସନସ୍କ୍ରିମ, ଲିପଷ୍ଟିକ, ନେଲ ପଲିସ, ଫାଉଣ୍ଡେସନ, ଆଇଶ୍ୟାଡୋ, ମସ୍କାରା ଇତ୍ୟାଦିରେ କରେ ପିଏଫଏଏସ ରହିଥାଏ । ୱାଟରଫ୍ରୁପ୍ ଯୋଗୁ ପାଣି ସଂସ୍ପର୍ଶରେ ଆସିଲେ ଏଥିରେ କିଛି ପ୍ରଭାବ ପଡି ନ ଥାଏ ।ଏକ ଅଧ୍ୟୟନରୁ ଜଣାପଡିଛି କି, ଏହି ରାସାୟନିକ ତତ୍ତ୍ୱରେ କ୍ୟାନସର ତତ୍ତ୍ୱ ରହିଛି । ଯାହା ପିଲା ଠାରୁ ଆରମ୍ଭ କରି ମହିଳା ଓ ବୃଦ୍ଧ ପର୍ଯ୍ୟନ୍ତ କ୍ଷତିକାରକ ସାବ୍ୟସ୍ତ ହୋଇପାରେ । ସେଣ୍ଟର ଫର୍ ଡିଜିଜି କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍ସନ ଅନୁସାରେ, ପିଏଫ୍ଏଏସ ରାସାୟନିକ ତତ୍ତ୍ୱ ମଣିଷର ରକ୍ତରେ ପାଣି, ଖାଦ୍ୟ, ପବନ ଆଦି ଜରିଆରିରେ ଶରୀରରେ ପ୍ରବେଶ କରିଥାଏ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post