ଲୋକେ ହଟ କଫି-ଚାହା ବଦଳରେ କୋଲ୍ଡ ବହୁତ ଭଲ ଭାବେ ପିଅନ୍ତି । ହେଲେ ଅଧିକ ଲୋକଙ୍କୁ କୋଲ୍ଡ କଫିର ସ୍ୱାଦ ଭଲ ଲାଗିଥାଏ । ହେଲେ ଆବଶ୍ୟକତାଠାରୁ ଅଧିକ ପିଇଲେ ଶରୀରରେ ଏହା ସାଇଡ ଇଫେକ୍ଟ ଦେଖାଏ । ଏହା ଅଧିକ ରୋଗକୁ ବଢାଇଥାଏ ।କୋଲ୍ଡ କଫିରେ ଅଧିକ ମାତ୍ରାରେ ଚିନିର ବ୍ୟବହାର ହୋଇଥାଏ । ଏଥିପାଇଁ ଏହାକୁ ଅଧିକ ପିଇଲେ ବ୍ଲଡ ସୁଗାର ଲେବଲକୁ ଅଧିକ ବଢାଇଥାଏ । ଏଥିସହ ଟାଇପ-୨ ଡାଇବେଟିସର ବିପଦକୁ ବଢାଇଥାଏ ।କୋଲ୍ଡ କଫିରେ କ୍ୟାଫେନ ମାତ୍ରା ଅଧିକ ହୋଇଥାଏ । ଏହାକୁ ଅଧିକ ପିଇଲେ ଶୋଇବା ଚକ୍ର ମଧ୍ୟ ଖରାପ ହେବାରେ ଲାଗିଥାଏ । ଏଥିସହ ନିଦ ମାତ୍ରାକୁ ହ୍ରାସ କରିବା ସହ ରୋଗକୁ ବଢାଇଥାଏ ।ଗରମରେ ଶରୀରେ ପାଣିର ମାତ୍ରା କମ ଥାଏ ଯଦି ଆପଣ କୋଲ୍ଡ କଫି ଅଧିକ ପିଇବେ ତେବେ ଆପଣ ଡିହାଇଡ୍ରେସନର ଶିକାର ହୋଇପାରନ୍ତି । କୋଲ୍ଡ କଫି ପିଇଲେ ନଭର୍ସନେଓ ଏବଂ ଏନଜାଇଟୀର ମଧ୍ୟ ଶିକାର ହୋଇପାରନ୍ତି । ଏହା ପେଟ ପାଇଁ ମଧ୍ୟ ବିଲକୁଲ ଠିକ ନୁହେଁ ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post