ସୁନ୍ଦରଗଡ଼ : ଚିନ୍ତା ବଢ଼ାଉଛି ସ୍କ୍ରବ ଟାଇଫସ୍ । ଆଜି ପୁଣି ସୁନ୍ଦରଗଡ଼ରେ ୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଗୋଟିଏ ଦିନରେ ପୁଣି ୭ ଆକ୍ରନ୍ତ ଚିହ୍ନଟ ହୋଇଥିଲେ । ଏପର୍ଯ୍ୟନ୍ତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ରେ ପହଁଞ୍ଚିଛି। ଗତକାଲି ୩୭ଟି ନମୁନା ପରୀକ୍ଷା କରାଯାଇଥିବାବେଳେ ୭ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାର ପଜିଟିଭ ସଂଖ୍ୟା ଏବେ ସ୍ୱାସ୍ଥ୍ୟ ବିଭାଗ ଠାରୁ ଆରମ୍ଭ କରି ଲୋକମାନଙ୍କ ମଧ୍ୟରେ ଚିନ୍ତା ବଢାଇବାରେ ଲାଗିଛି । ତେବେ ସମଗ୍ର ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୨୦୦ ଉପରେ ପହଁଞ୍ଚିଲାଣି । ରାଜ୍ୟର କେବଳ ସୁନ୍ଦରଗଡ଼ ଜିଲ୍ଲା ନୁହେଁ ବରଂ ବରଗଡ଼ ଜିଲ୍ଲାରେ ମଧ୍ୟ ଏହି ସଂକ୍ରମଣ ବଢୁଛି । ଏହି ରୋଗର ନିରାକରଣ ପାଇଁ ଏହି ଦୁଇଟି ଜିଲ୍ଲାକୁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଟିମ ପଠାଯାଇଛି ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post
Next Post