ହାଇଦ୍ରାବାଦସ୍ଥିତ ରାଷ୍ଟ୍ରୀୟ ଔଷଧୀୟ ଶିକ୍ଷା ଏବଂ ଅନୁସନ୍ଧାନ ସଂସ୍ଥାନ (ଏନ୍ଆଇପିଇଆର୍)ର ବୈଜ୍ଞାନିକମାନେ ସ୍ତନ କର୍କଟର ଚିକିତ୍ସା ଦିଗରେ ଏକ ସଫଳତା ହାସଲ କରିଛନ୍ତି। ବୈଜ୍ଞାନିକଙ୍କ ଦାବି ଅନୁସାରେ, ନିମ୍ବପତ୍ର ଏବଂ ଫୁଲରୁ ପ୍ରାପ୍ତ ହେଉଥିବା ଏକ ରାସାୟନିକ ଯୌଗିକ ଦ୍ୱାରା ସ୍ତନ କର୍କଟର ଚିକିତ୍ସା ସମ୍ଭବପର। ବୈଜ୍ଞାନିକ ଚନ୍ଦ୍ରରୈହା ଗୋଡ୍ଡୁଗୁଙ୍କ ଅନୁସାରେ, ଏହି ଗବେଷଣା ଏବେ ଚାଲୁରହିଛି। ନିମ୍ବରୁ ମିଳୁଥିବା ରାସାୟନିକ ଯୌଗିକ ନିମ୍ବୋଲିଡ୍ ସ୍ତନ କର୍କଟ ରୋକିବା ବୃଦ୍ଧି କରିଥାଏ। କ୍ଲିନିକାଲ ପରୀକ୍ଷଣରେ ସହାୟତା ପାଇଁ ଏହାର ଅଧିକ ଗବେଷଣା କରାଯାଉଛି। ଯଦି ଏଥିରେ ପୂର୍ଣ୍ଣ ରୂପେ ସଫଳତା ହାସଲ ହୁଏ, ତେବେ ସେ ଦିନ ଆଉ ବିଳମ୍ବ ନୁହେଁ ଯେତେବେଳେ ସ୍ତନ କର୍କଟ ଚିକିତ୍ସା ଦିଗରେ ଏକ କ୍ରାନ୍ତିକାରୀ ପଦକ୍ଷେପ ଗ୍ରହଣ କରାଯାଇ ପାରିବ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post