ଭୁବନେଶ୍ବର ସମ୍ବାଦ ଅଫିସରେ କ୍ରାଇମବ୍ରାଞ୍ଚ EOWର ଟିମ୍ । ଖବରକାଗଜ ଅଫିସରେ ୧୨ ଜଣିଆ ଟିମ୍ ପହଞ୍ଚିଛି । କର୍ମଚାରୀଙ୍କୁ ଋଣ ମାମଲାରେ ସମ୍ବାଦ ଖବରକାଗଜ ଅଫିସରେ ଯାଞ୍ଚ କରୁଛି ତଦନ୍ତକାରୀ ଟିମ୍ । ତେବେ ଏନେଇ ସମ୍ବାଦ କର୍ତୃପକ୍ଷ କି କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁର ପ୍ରତିକ୍ରିୟା ମିଳିନାହିଁ । ଋଣ ମାମଲାରେ ସମ୍ବାଦ HR ମୁଖ୍ୟ ବୈଜୟନ୍ତୀ କରଙ୍କୁ ହାଜର ପାଇଁ ପୂର୍ବରୁ ନୋଟିସ ହୋଇଥିଲା । ତେବେ ସେ ହାଜର ହୋଇ ନଥିଲେ ।ଏହାପରେ ଭୁବନେଶ୍ବର ସମ୍ବାଦ ଅଫିସରେ ଯାଞ୍ଚ କରୁଛି ୧୨ ଜଣିଆ ଇଓଡବ୍ଲ୍ୟୁ ଟିମ୍ । ଏମାନଙ୍କ ଭିତରେ ଅଛନ୍ତି କ୍ରାଇମବ୍ରାଞ୍ଚର ୧୨ ଜଣ ଡିଏସପି, ୬ ଜଣ ଇନିସପେକ୍ଟର । ସମ୍ବାଦ ଖବରକାଗଜ କର୍ମଚାରୀଙ୍କ ନାଁରେ ଋଣ ଉଠେଇ ଠକେଇ କରିଥିବା ଅଭିଯୋଗ ହୋଇଛି । ଏନେଇ ଜଣେ ପୂର୍ବତନ କର୍ମଚାରୀ EOWରେ ଅଭିଯୋଗ କରିଥିଲେ । ସମ୍ବାଦର HR ମୁଖ୍ୟଙ୍କ ନାଁରେ ଅଭିଯୋଗ କରିଥିଲେ ।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Prev Post
Next Post