ଆସନ୍ତାମାସ ଦ୍ୱିତୀୟ ସପ୍ତାହରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ଠାରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବନିଯୁକ୍ତ ଶିକ୍ଷକମାନଙ୍କୁ ନିଯୁକ୍ତିପତ୍ର ବାଣ୍ଟିବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶା ରାଜ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମ ପ୍ରାଧିକରଣ – ଓସେପା ପକ୍ଷରୁ କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତି ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏଥିପାଇଁ ଗତ ଅଗଷ୍ଟ ମାସରେ କାଉସେଲିଂ ପ୍ରକ୍ରିୟା ଶେଷ ହୋଇଛି ।ତେବେ ପୂର୍ବ ୫-ଟି ଯୋଜନାକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ପୂର୍ବ ସରକାର ଯେଉଁ ୫-ଟି କରିଥିଲେ ତାହା ସଫଳ ହୋଇନାହିଁ । ପିଲାମାନେ ସେହି ସ୍କୁଲରେ ପାଠ ପଢିଲେ ସତ ହେଲେ ସେମାନଙ୍କୁ ହରଣ ଗୁଣନ ଆସିଲା ନାହିଁ । ହେଲେ ଆମ ସରକାର ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ବୃଦ୍ଧି କରିବା ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ।
Trending
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
- ଆଜି ଓଡ଼ିଆ ପାଳୁଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ
- ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି ଦ୍ବିତୀୟ ଦିବସ ଥିଲା,ଆଜି ପ୍ରାୟ ୮୦ ରୁ ଉର୍ଦ୍ଧ୍ବ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଶେଷ
Next Post