ସରକାରୀ ଚାକିରି ଖୋଜୁଥିବା ସମସ୍ତ ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ଭାରତୀୟ ମହାକଶ ଗବେଷଣା ସଂସ୍ଥା (ଇସ୍ରୋ) – ୟୁଆର ରାଓ ସାଟେଲାଇଟ୍ ସେଣ୍ଟର (ୟୁଆରଏସସି) ପକ୍ଷରୁ ଆସିଛି ଏକ ବଡ଼ ନିଯୁକ୍ତି ଖବର । ପ୍ରାର୍ଥୀଙ୍କୁ ୨୨୪ଟି ପଦରେ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଇଲେକ୍ଟ୍ରୋନିକ୍ସ ମେକାନିକ, ଇଲେକ୍ଟ୍ରିକାଲ / ଇଲେକ୍ଟ୍ରିସିଆନ, ଫଟୋଗ୍ରାଫି / ଡିଜିଟାଲ ଫଟୋଗ୍ରାଫି, ଫିଟ୍ଟ, ପ୍ଲମ୍ବର, ଏଆର କଣ୍ଡିସନିଂ, ଟର୍ଣ୍ଣର, କାର୍ପେଣ୍ଟର, ମୋଟର ଭେହିକିଲ ମେକାନିକ, ମେସିନିଷ୍ଟ, ୱେଲଡର, ଡ୍ରଟସମ୍ୟାନ (ମେକାନିକାଲ), ଡ୍ରଟସମ୍ୟାନ (ସିଭିଲ) ବିଭାଗରେ ନିଯୁକ୍ତି ଦିଆଯିବ । ଯୋଗ୍ୟ ପ୍ରାର୍ଥୀଙ୍କୁ ସାଇଣ୍ଟିଷ୍ଟ- ଇଞ୍ଜିନିୟର, ଟେକ୍ନିସିଆନ, ଡ୍ରଟସମ୍ୟାନ, ଟେକ୍ନିକାଲ ଆସିଷ୍ଟାଣ୍ଟ, ସାଇଣ୍ଟିଫିକ ଆସିଷ୍ଟାଣ୍ଟ, ଲାଇବ୍ରେରୀ ଆସିଷ୍ଟାଣ୍ଟ, କୁକ, ଫାୟାରମ୍ୟାନ, ଲାଇଟ୍ ଭେହିକିଲ ଡ୍ରାଇଭର ଓ ହେଭି ଭେହିକିଲ ଡ୍ରାଇଭର ପଦରେ ନିଯୁକ୍ତି ଦିଆଯିବ ।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post