ଗ୍ରୀଡକୋ ପକ୍ଷରୁ ଆସିଛି ଏକ ନିଯୁକ୍ତି ସୁଯୋଗ । ଅନେକ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିପାଇଁ ପ୍ରାର୍ଥୀଙ୍କୁ ଅନଲାଇନରେ ଆବେଦନ କରିବାକୁ ପଡ଼ିବ । ଜେନେରାଲ ମ୍ୟାନେଜର (ଟେକ୍ନିକାଲ), ଆସିଷ୍ଟାଣ୍ଟ ଜେନେରାଲ ମ୍ୟାନେଜର (ପ୍ରୋଜେକ୍ଟ ଆଣ୍ଡ ପ୍ଲାନିଂ), ଡେପୁଟି ମ୍ୟାନେଜର (ପ୍ରୋଜେକ୍ଟ ଆଣ୍ଡ ପ୍ଲାନିଂ) ଓ ଡେପୁଟି ମ୍ୟାନେଜର (ଟେକ୍ନିକାଲ) ଆଦି ପଦ ଇଲେକ୍ଟ୍ରିକାଲ ବିଭାଗରେ ପୂରଣ ହେବ ।ଏହି ସମସ୍ତ ପଦ ପାଇଁ ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଇଲେକ୍ଟ୍ରିକାଲ / ଇଲେକ୍ଟ୍ରିକାଲ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଥିବେ । ସେହିପରି ଫାଇନାନ୍ସ ବିଭାଗରେ ଜେନେରାଲ ମ୍ୟାନେଜର (କମର୍ସିଆଲ), ଆସିଷ୍ଟାଣ୍ଟ ଜେନେରାଲ ମ୍ୟାନେଜର (କମର୍ସିଆଲ), ଡେପୁଟି ମ୍ୟାନେଜର (ଫାଇନାନ୍ସ ଆଣ୍ଡ ଆକାଉଣ୍ଟସ), ଡେପୁଟି ମ୍ୟାନେଜର (କମର୍ସିଆଲ) ପଦ ଖାଲି ରହିଛି । ଏହି ସମସ୍ତ ପଦ ପାଇଁ ପ୍ରାର୍ଥୀ ଡିଗ୍ରୀ ସହିତ ଆଇସିଏଆଇର ଫାଇନାଲ ପରୀକ୍ଷା ପାସ୍ କରିଥିବା ଆବଶ୍ୟକ ।
Trending
- ଜେଲରୁ ମୁକୁଳିଲେ ଜଗା ପ୍ରଧାନ
- ୧୪ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି
- ଭାରତ ଏକ ଧର୍ମଶାଳା ନୁହେଁ
- ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ,ଆନ୍ଦୋଳନ ଜାରି
- ୬ଦଫା ଦାବିରେ ଦେଶବ୍ୟାପି ଶ୍ରମିକ ସଙ୍ଗଠନ ପକ୍ଷରୁର ଆଜି ଭାରତ ବନ୍ଦ ଡାକରା
- ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ
- ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
Prev Post
Next Post