ପଶ୍ଚିମବଙ୍ଗରେ ଜେନେରାଲ ଡେପୁଟି ମେଡିକାଲ ଅଫିସର ପଦବୀରେ ଭର୍ତ୍ତି କରାଯିବ । ଇଚ୍ଛୁକ ପ୍ରାର୍ଥୀ ତୁରନ୍ତ କରନ୍ତୁ ଆବେଦନ । ଏହି ଭର୍ତ୍ତି ପାଇଁ ଆବେଦନ ପ୍ରକ୍ରିୟା ୨୧ ସେପ୍ଟେମ୍ବରରୁ ଆରମ୍ଭ ହୋଇଛି । ଆବେଦନ କରିବାର ଶେଷ ତାରିଖ ୧୨ ଅକ୍ଟୋବର ରହିଛି । ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ଆବେଦନ କରିବା ପାଇଁ ଅଫିସିଆଲ ୱେବସାଇଟ wbpsc.gov.in କୁ ଯାଇ ଅନଲାଇନ ଆବେଦନ କରିପାରିବେ ।ଜରୁରୀ ତାରିଖ : ଆବେଦନ କରିବାର ତାରିଖ ୨୧ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ବେଳେ ଶେଷ ୧୨ ଅକ୍ଟୋବରରେ ହେବ ।
ବୟସ ସୀମା : ଆବେଦନ ପାଇଁ ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ସର୍ବାଧିକ ୩୬ ବର୍ଷ ରହିଛି । ମେଡିକାଲ ସ୍ନାତକୋତ୍ତର କରିଥିବା ପ୍ରାର୍ଥୀଙ୍କ ସର୍ବାଧିକ ବୟସ ୪୦ ବର୍ଷ ରହିଛି ।
ଆବେଦନ ଶୁଳ୍କ : ଏହି ଭର୍ତ୍ତି ପାଇଁ ଆବେଦନ ଶୁଳ୍କ ୨୧୦ ଟଙ୍କା ରହିଛି । ଅନୁସୂଚିତ ଜାତି/ଜନଜାତି ଏବଂ PWD ପ୍ରାର୍ଥୀ କୌଣସି ଶୁଳ୍କ ଦେବକା ହେବ ନାହିଁ ।