ୟୁନିଅନ୍ ପବ୍ଲିକ୍ ସର୍ଭିସ୍ କମିଶନ ପକ୍ଷରୁ କମ୍ବାଇନ ମେଡିକାଲ ସର୍ଭିସ୍ ପରୀକ୍ଷା ପାଇଁ ସମଗ୍ର ଦେଶରେ ଜୁଲାଇ ୧୪ରେ ନିର୍ଦ୍ଧାରିତ ପରୀକ୍ଷା କେନ୍ଦ୍ରରେ କରାଯିବ । ଯେଉଁ ପ୍ରାର୍ଥୀମାନେ ଏହି ନିଯୁକ୍ତି ପରୀକ୍ଷାରେ ସାମିଲ ହେବା ପାଇଁ ଆବେଦନ କରିଥିଲେ, ୟୁପିଏସସି ପକ୍ଷରୁ ସେମାନଙ୍କ ଆଡମିଟ୍ କାର୍ଡ ଜାରି କରାଯାଇଛି ।ୟୁପିଏସସିର ଅଫିସିଆଲ୍ ୱେବସାଇଟ upsconline.nic.inରେ ଆଡମିଟ୍ କାର୍ଡ ଲିଙ୍କ୍ ଉପଲବ୍ଧ, ଯେଉଁଠାରେ ଆପଣ ପଞ୍ଜୀକରଣ ଆଇଡି କିମ୍ବା ରୋଲ୍ ନମ୍ବର ଦେଇ ଏହାକୁ ଡାଉନଲୋଡ୍ କରିପାରିବେ ।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Prev Post