ରେଳ ନିଯୁକ୍ତି ବୋର୍ଡରେ ଚାକିରି କରିବା ସ୍ୱପ୍ନ ଅନେକ ଯୁବାପିଢିଙ୍କ ମଧ୍ୟରେ ଥାଏ। ଆପଣ ଯଦି ଏହି ସ୍ୱପ୍ନ ଦେଖୁଛନ୍ତି ତେବେ ଏହି ଖବର ଆପଣଙ୍କୁ ଖୁସି କରିଦେବ। କାରଣ RRB ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ବିଷୟରେ ବିସ୍ତୃତ ଭାବେ ଜାଣିବା ପାଇଁ ପୂରା ଖବରକୁ ପଢନ୍ତୁ।ଜୁନିୟର୍ ଇଂଜିନିୟରିଂ ପଦବୀ ପୂରଣ ହେବ। ଏନେଇ ଅନ୍ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। BSc କରିଥିବା ପିଲା ମଧ୍ୟ ଏହାର ସୁଯୋଗ ନେଇପାରିବେ। ଏହି ନିଯୁକ୍ତି ମାଧ୍ୟମରେ ପାଖାପାଖି ୮ହଜାର ପଦବୀ ପୂରଣ ହେବ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ