ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧିନରେ ଆଇଟି ମ୍ୟାନେଜର ପଦ ପୂରଣ ହେବ । ଏଥିପାଇଁ ପ୍ରାର୍ଥୀଙ୍କୁ ମାସିକ ୪୪ ବେତନ ପ୍ରଦାନ ପ୍ରଦାନ କରାଯିବ । ଏଥିସହିତ ପ୍ରାର୍ଥୀଙ୍କୁ ପି.ଆଇ ସୁବିଧା ମଧ୍ୟ ପ୍ରଦାନ କରାଯିବ । ପ୍ରାର୍ଥୀଙ୍କୁ ଚୁକ୍ତିଭିତ୍ତିକ ଭାବେ ଏହି ନିଯୁକ୍ତି ଦିଆଯିବ ଓ ସୋସାଇଟିର ନିୟମ ଓ ସର୍ତ୍ତାବଳୀ ଅନୁସାରେ ତାହାକୁ ରିନ୍ୟୁ କରାଯିବ ।ଇଚ୍ଛୁକ ପ୍ରାର୍ଥୀମାନେ www.nhmodisha.gov.inର ୱେବସାଇଟକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ । ଜୁଲାଇ ୩୧ରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ହୋଇ ଅଗଷ୍ଟ ୧୩ ରାତି ୧୧.୫୯ ପର୍ଯ୍ୟନ୍ତ ଚାଲିବ । ପ୍ରାର୍ଥୀମାନେ ସିଷ୍ଟମ ଜେନେରେଟ ଆପ୍ଲିକେସନ ଫର୍ମରେ ସାଇନ କରି ସେଲଫ-ଆଟେଷ୍ଟେଡ ଡକ୍ୟୁମେଣ୍ଟଗୁଡ଼ିକୁ ଅଗଷ୍ଟ ୨୩ ତାରିଖ ସନ୍ଧ୍ୟା ୫.୩୦ ସୁଦ୍ଧା ପଠାଇ ପାରିବେ । ଆବେଦନ କରିବା ପୂର୍ବରୁ ପ୍ରାର୍ଥୀମାନେ ଯୋଗ୍ୟତା, ବୟସ, ପଦ ସଂଖ୍ୟା, ଚୟନ ପ୍ରଣାଳୀ ବିଷୟରେ ଅବଗତ ହେବା ନିହାତି ଜରୁରୀ ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post