ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସ ପକ୍ଷରୁ ଭର୍ତ୍ତି ପାଇଁ ଏକ ନୋଟିଫିକେସନ ଜାରି ହୋଇଛି । ନୋଟିଫିକେସନ ମୁତାବକ, ସିନିଅର ରେଜିଡେଣ୍ଟସ/ସିନିଅର ଡେମୋଷ୍ଟ୍ରେଟର ପଦବୀରେ ଭର୍ତ୍ତି କରାଯିବ । ଏଥିପାଇଁ ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ aiimsjammu.edu.in କୁ ଯାଇ ଆବେଦନ କରିପାରିବେ । ଆବେଦନ କରିବା ପାଇଁ ଶେଷ ତାରିଖ ୨୦ ଡିସେମ୍ବର ୨୦୨୩ ରହିଛି ।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Prev Post