ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ପରିଚାଳିତ ASO ଚୟନ ପ୍ରକ୍ରିୟା ଅଗ୍ରଗତି ଉପରେ ଆଜି ହାଇକୋର୍ଟ ରୋକ୍ ଲଗାଇଛନ୍ତି। ଜବାବ ଦାଖଲ ପାଇଁ ପ୍ରତିପକ୍ଷ ଓପିଏସ୍ସିକୁ ନୋଟିସ ଜାରି କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୨୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି କୋର୍ଟ ଧାର୍ଯ୍ୟ କରିଛନ୍ତି।ଗତ ବର୍ଷ ଅଗଷ୍ଟ ମାସରେ ୭୯୬ଟି ASO ପଦବୀ ପାଇଁ ପରୀକ୍ଷା କରି ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଯେଉଁ ମେରିଟ ଲିଷ୍ଟ ପ୍ରକାଶ କରାଯାଇଥିଲା ମେ’ ୧୯ ତାରିଖରେ ତାକୁ ମଧ୍ୟ ହାଇକୋର୍ଟ ଖାରଜ କରି ଦେଇଥିଲେ। ଏହା ସହିତ ୨ ମାସ ମଧ୍ୟରେ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ କୋର୍ଟ ଓପିଏସ୍ସିକୁ ନିର୍ଦ୍ଦେଶ ଦେଇଥିଲେ। ଲିଖିତ ପରୀକ୍ଷାରେ ପିଲାମାନେ ପାଇଥିବା ମୋଟ ମାର୍କ ଆଧାରରେ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ