ଭାରତୀୟ ପ୍ରତିରକ୍ଷା ଏବଂ ଅନୁସନ୍ଧାନ ସଂଗଠନ (DRDO)ରେ ଚାକିରି କରିପାରିବେ। ଏନେଇ DRDO ଏକ ବିଜ୍ଞପ୍ତି ପ୍ରକାଶ କରିଛି। ବିଜ୍ଞପ୍ତି ଅନୁସାରେ ଫିଟର୍, ଟର୍ନର, ମେସିନ୍, ୱେଲଡର୍, କମ୍ପ୍ୟୁଟର ଅପରେଟର ଏବଂ ପ୍ରୋଗ୍ରାମିଂ ଆସିଷ୍ଟାଣ୍ଟ ପଦବୀ ପୂରଣ ହେବ।ଏହି ନିଯୁକ୍ତି ମାଧ୍ୟମରେ DRDOରେ ଆପ୍ରେଣ୍ଟିସିପ୍ ପଦବୀ ପୂରଣ ହେବ। ଏଥିପାଇଁ ଅନ୍ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ଅବିବାହିତ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ମୋଟ୍ ୧୨୭ଟି ପଦବୀ ପୂରଣ ହେବ।ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ଭାରତୀୟ DRDOର ଅଫିସିଆଲ୍ ୱେବ୍ସାଇଟ୍ https://portal.mhrdnats.gov.in/. କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ DRDO DMRL Apprentice Recruitment Apply for 127 posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।
Trending
- ପ୍ରଧାନମନ୍ତ୍ରୀ ୪୨ଟି ଦେଶ ଗସ୍ତ କରିଛନ୍ତି, କିନ୍ତୁ ଥରେ ମଧ୍ୟ ମଣିପୁର ଗସ୍ତ କରିନାହାଁନ୍ତି – ମଲ୍ଲିକାର୍ଜୁନ ଖଡ଼ଗେ
- ବଳଙ୍ଗା ପ୍ରସଙ୍ଗ : ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଟମାଟୋ ମାଡ଼
- ବଳଙ୍ଗା ଘଟଣା: ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ – ପ୍ରଭାତୀ ପରିଡ଼ା
- ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
- ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ କଲା ରେଭେନ୍ସା ବିଶ୍ବବିଦ୍ୟାଳୟ
- ବିହାରକୁ ୭୨୧୭ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ମୋଦୀ
- ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ଏଫ୍ଏମ୍ କଲେଜରେ ପହଞ୍ଚିଲା ୟୁଜିସି ଫ୍ୟାକ୍ଟ ଫାଇଣ୍ଟିଂ ଟିମ୍
- ନିର୍ବାଚନ ଜିତିଲେ ମୁଁ ମୁଖ୍ୟମନ୍ତ୍ରୀ ହେବି – କେ. ପଲାନିସ୍ୱାମୀ
- ଟୁଇନ ସିଟିରେ କଂଗ୍ରେସ ବନ୍ଦ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ – ପୋଲିସ କମିଶନର
- ରାଜ୍ୟ କ୍ୟାବିନେଟରେ ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ରାଜ୍ୟ ସରକାର
Next Post