ଭାରତୀୟ ପ୍ରତିରକ୍ଷା ଏବଂ ଅନୁସନ୍ଧାନ ସଂଗଠନ (DRDO)ରେ ଚାକିରି କରିପାରିବେ। ଏନେଇ DRDO ଏକ ବିଜ୍ଞପ୍ତି ପ୍ରକାଶ କରିଛି। ବିଜ୍ଞପ୍ତି ଅନୁସାରେ ଫିଟର୍, ଟର୍ନର, ମେସିନ୍, ୱେଲଡର୍, କମ୍ପ୍ୟୁଟର ଅପରେଟର ଏବଂ ପ୍ରୋଗ୍ରାମିଂ ଆସିଷ୍ଟାଣ୍ଟ ପଦବୀ ପୂରଣ ହେବ।ଏହି ନିଯୁକ୍ତି ମାଧ୍ୟମରେ DRDOରେ ଆପ୍ରେଣ୍ଟିସିପ୍ ପଦବୀ ପୂରଣ ହେବ। ଏଥିପାଇଁ ଅନ୍ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ଅବିବାହିତ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ମୋଟ୍ ୧୨୭ଟି ପଦବୀ ପୂରଣ ହେବ।ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ଭାରତୀୟ DRDOର ଅଫିସିଆଲ୍ ୱେବ୍ସାଇଟ୍ https://portal.mhrdnats.gov.in/. କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ DRDO DMRL Apprentice Recruitment Apply for 127 posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Next Post