ଆଜି ବିଧାନସଭାର ସପ୍ତମ ଦିନରେ ଶ୍ରମ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ କଂଗ୍ରେସ ବିଧାୟକ ପବିତ୍ର ସାଉଁତା । ରାଜ୍ୟରେ ଶ୍ରମ ଓ କର୍ମଚାରୀଙ୍କ (EmploymentExchange) ରେ ନାଁ ପଞ୍ଜିକରଣ କରି କୋତେ ଯୁବକ ଯୁବତୀ ଚାକିରି ଆପେକ୍ଷାରେ ଅଛନ୍ତି ବୋଲି ପ୍ରଶ୍ନ କରିଥିଲେ ବିଧାୟକ । ଉତ୍ତରରେ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ କହିଲେ, ‘ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗରୁ ମିଳିଥିବା ତଥ୍ୟ ଅନୁସାରେ ଓଡିଶାର ବିଭିନ୍ନ ଏମ୍ପ୍ଲଏମେଣ୍ଟ ଏକ୍ସଚେଞ୍ଜରେ ୨୦୨୦ରୁ ୨୦୨୪ ଭିତରେ ମୋଟ ୯ ଲକ୍ଷ ୯୦ ହଜାର ୬୯୬ ଜଣ ପିଲାଙ୍କ ନାମ ପଞ୍ଜିକୃତ ହୋଇ ରହିଛି । ଏମାନେ ଚାକିରି ଅପେକ୍ଷାରେ ଅଛନ୍ତି । କିନ୍ତୁ ଏହି ୪ ବର୍ଷ ଭିତରେ ମାତ୍ର ୧୧୭୬ ପିଲାଙ୍କୁ ନିଯୁକ୍ତି ମିଳିଥିବା ମନ୍ତ୍ରୀ ରିପୋର୍ଟରେ ଦର୍ଶାଇଛନ୍ତି, ଯାହା ରାଜ୍ୟରେ ବେକାରୀ ସମସ୍ୟାକୁ ସ୍ପଷ୍ଟ କରୁଛି ବୋଲି କହିଛନ୍ତି ମନ୍ତ୍ରୀ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post