ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରେ ପାଠ ପଢିବା ସ୍ୱପ୍ନ ପୂରଣ ହୋଇନାହିଁ, ତେବେ ଏଠାରେ କାମ କରିବାର ସ୍ୱପ୍ନ ପୂରଣ କରିପାରିବେ । ଏଥିପାଇଁ ଏନଆଇଟି ଦୁର୍ଗାପୁର ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏସନ ପ୍ରଫେସର ଏବଂ ପ୍ରଫେସର ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେଉଁ ପ୍ରାର୍ଥୀ ଏହି ପଦବୀ ପାଇଁ ଆବେଦନ କରିବାକୁ ଚାହୁଁଛନ୍ତି, ସେମାନେ ଅଫିସିଆଲ ୱେବସାଇଟ nitdgp.ac.inକୁ ଯାଇ ଆପ୍ଲାଏ କରିପାରିବେ । ଏହି ପଦବୀ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି ।ଏନଆଇଟି ଏହି ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ସମୁଦାୟ ୪୩ଟି ପଦବୀରେ ନିଯୁକ୍ତ କରାଯିବ । ଯଦି ଆପଣ ଏହି ପଦବୀରେ କାମ କରିବାକୁ ଚାହୁଁଛନ୍ତି ତେବେ ୩୦ ଏପ୍ରିଲ ପର୍ଯ୍ୟନ୍ତ ବା ଏହା ପୂର୍ବରୁ ଆବେଦନ କରିପାରିବେ । ପ୍ରାର୍ଥମାନେ ଏହି ପଦବୀ ପାଇଁ ଆବେଦନ କରିବା ପୂର୍ବରୁ ଦିଆଯାଇଥିବା ଏହି କଥା ଉପରେ ଧ୍ୟାନ ଦିଅନ୍ତୁ ।ଅଫିସିଆଲ ନୋଟିଫିକେସନ ଅନୁସାରେ, ଏନଆଇଟି ଦୁର୍ଗାପୁର ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏସନ ପ୍ରଫେସର ଏବଂ ପ୍ରଫେସର ପଦବୀ ପାଇଁ ପ୍ରାର୍ଥୀ ନିଯୁକ୍ତ କରୁଛନ୍ତି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post