ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡରେ ବମ୍ପର ପଦବୀ ଖାଲି ପଡିଛି । ଆବେଦନ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇଛି । ଏଠାରେ ୧୧୦ ପଦବୀ ଖାଲି ପଡିଛି । ଏହି ପଦବୀରେ ଅପରେଟର-କମ୍ ଟେକ୍ନିସିଆନ, ଅପରେଟର-କମ-ଟେକ୍ନିସିଆନ(ଇଲେକ୍ଟ୍ରିକାଲ ସୁପରଭାଇଜର) ଏବଂ ଆଟେଣ୍ଡାଣ୍ଟ-କମ-ଟେକ୍ନିସିଆନ(ଟ୍ରେନି) ପଦବୀ ରହିଛି ।ଏଥିପାଇଁ କେବଳ ଅନଲାଇନ ମାଧ୍ୟମରେ ଆବେଦନ କରିପାରିବେ । ଏଥିପାଇଁ ଆପଣଙ୍କୁ ଅଫିସିଆଲ ୱେବସାଇଟ sailcareers.com କୁ ଯାଇ ଆବେଦନ କରିପାରିବେ ।
Trending
- ସାରା ଦେଶରେ ଜାଲି ଭୋଟର କାର୍ଡ ଯାଞ୍ଚ ହେବ
- ସୁଭଦ୍ରା ଯୋଜନା ଟଙ୍କା ମିଳୁନଥିଲେ ପୁଣି ଆବେଦନ କରିପାରିବେ
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ
- ଆସୁଛି ଆଉ ଏକ ଲଘୁଚାପ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
Prev Post
Next Post