ଆସନ୍ତାମାସ ଦ୍ୱିତୀୟ ସପ୍ତାହରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ଠାରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବନିଯୁକ୍ତ ଶିକ୍ଷକମାନଙ୍କୁ ନିଯୁକ୍ତିପତ୍ର ବାଣ୍ଟିବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶା ରାଜ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମ ପ୍ରାଧିକରଣ – ଓସେପା ପକ୍ଷରୁ କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତି ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏଥିପାଇଁ ଗତ ଅଗଷ୍ଟ ମାସରେ କାଉସେଲିଂ ପ୍ରକ୍ରିୟା ଶେଷ ହୋଇଛି ।ତେବେ ପୂର୍ବ ୫-ଟି ଯୋଜନାକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ପୂର୍ବ ସରକାର ଯେଉଁ ୫-ଟି କରିଥିଲେ ତାହା ସଫଳ ହୋଇନାହିଁ । ପିଲାମାନେ ସେହି ସ୍କୁଲରେ ପାଠ ପଢିଲେ ସତ ହେଲେ ସେମାନଙ୍କୁ ହରଣ ଗୁଣନ ଆସିଲା ନାହିଁ । ହେଲେ ଆମ ସରକାର ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ବୃଦ୍ଧି କରିବା ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ।
Trending
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
- ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
- ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
- ପରଲୋକରେ ‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର
- ଡିସେମ୍ବର ୩୧ ଯାଏଁ ବଢିଲା ଇ-କେୱାଇସି ର ଅବଧି
- ବାପାଙ୍କୁ ପଚାରିନଥିଲା ବିଜେଡ଼ି – ଜୟ
- ବିହାର ବିଧାନସଭା ନିର୍ବାଚନ, ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରିୟଙ୍କା
- ମେଣ୍ଟରେ ଲଢିବେ ଉଦ୍ଧବ ଠାକରେ ଓ ଅଜିତ୍ ପାୱାରଙ୍କ ପାର୍ଟି
- ଓଡ଼ିଶା ପୁଲିସ SI କେଳେଙ୍କାରୀ ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ
Next Post