ସରକାରୀ ଚାକିରି ଖୋଜୁଥିବା ସମସ୍ତ ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ଭାରତୀୟ ମହାକଶ ଗବେଷଣା ସଂସ୍ଥା (ଇସ୍ରୋ) – ୟୁଆର ରାଓ ସାଟେଲାଇଟ୍ ସେଣ୍ଟର (ୟୁଆରଏସସି) ପକ୍ଷରୁ ଆସିଛି ଏକ ବଡ଼ ନିଯୁକ୍ତି ଖବର । ପ୍ରାର୍ଥୀଙ୍କୁ ୨୨୪ଟି ପଦରେ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଇଲେକ୍ଟ୍ରୋନିକ୍ସ ମେକାନିକ, ଇଲେକ୍ଟ୍ରିକାଲ / ଇଲେକ୍ଟ୍ରିସିଆନ, ଫଟୋଗ୍ରାଫି / ଡିଜିଟାଲ ଫଟୋଗ୍ରାଫି, ଫିଟ୍ଟ, ପ୍ଲମ୍ବର, ଏଆର କଣ୍ଡିସନିଂ, ଟର୍ଣ୍ଣର, କାର୍ପେଣ୍ଟର, ମୋଟର ଭେହିକିଲ ମେକାନିକ, ମେସିନିଷ୍ଟ, ୱେଲଡର, ଡ୍ରଟସମ୍ୟାନ (ମେକାନିକାଲ), ଡ୍ରଟସମ୍ୟାନ (ସିଭିଲ) ବିଭାଗରେ ନିଯୁକ୍ତି ଦିଆଯିବ । ଯୋଗ୍ୟ ପ୍ରାର୍ଥୀଙ୍କୁ ସାଇଣ୍ଟିଷ୍ଟ- ଇଞ୍ଜିନିୟର, ଟେକ୍ନିସିଆନ, ଡ୍ରଟସମ୍ୟାନ, ଟେକ୍ନିକାଲ ଆସିଷ୍ଟାଣ୍ଟ, ସାଇଣ୍ଟିଫିକ ଆସିଷ୍ଟାଣ୍ଟ, ଲାଇବ୍ରେରୀ ଆସିଷ୍ଟାଣ୍ଟ, କୁକ, ଫାୟାରମ୍ୟାନ, ଲାଇଟ୍ ଭେହିକିଲ ଡ୍ରାଇଭର ଓ ହେଭି ଭେହିକିଲ ଡ୍ରାଇଭର ପଦରେ ନିଯୁକ୍ତି ଦିଆଯିବ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post