ଗ୍ରୀଡକୋ ପକ୍ଷରୁ ଆସିଛି ଏକ ନିଯୁକ୍ତି ସୁଯୋଗ । ଅନେକ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିପାଇଁ ପ୍ରାର୍ଥୀଙ୍କୁ ଅନଲାଇନରେ ଆବେଦନ କରିବାକୁ ପଡ଼ିବ । ଜେନେରାଲ ମ୍ୟାନେଜର (ଟେକ୍ନିକାଲ), ଆସିଷ୍ଟାଣ୍ଟ ଜେନେରାଲ ମ୍ୟାନେଜର (ପ୍ରୋଜେକ୍ଟ ଆଣ୍ଡ ପ୍ଲାନିଂ), ଡେପୁଟି ମ୍ୟାନେଜର (ପ୍ରୋଜେକ୍ଟ ଆଣ୍ଡ ପ୍ଲାନିଂ) ଓ ଡେପୁଟି ମ୍ୟାନେଜର (ଟେକ୍ନିକାଲ) ଆଦି ପଦ ଇଲେକ୍ଟ୍ରିକାଲ ବିଭାଗରେ ପୂରଣ ହେବ ।ଏହି ସମସ୍ତ ପଦ ପାଇଁ ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଇଲେକ୍ଟ୍ରିକାଲ / ଇଲେକ୍ଟ୍ରିକାଲ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଥିବେ । ସେହିପରି ଫାଇନାନ୍ସ ବିଭାଗରେ ଜେନେରାଲ ମ୍ୟାନେଜର (କମର୍ସିଆଲ), ଆସିଷ୍ଟାଣ୍ଟ ଜେନେରାଲ ମ୍ୟାନେଜର (କମର୍ସିଆଲ), ଡେପୁଟି ମ୍ୟାନେଜର (ଫାଇନାନ୍ସ ଆଣ୍ଡ ଆକାଉଣ୍ଟସ), ଡେପୁଟି ମ୍ୟାନେଜର (କମର୍ସିଆଲ) ପଦ ଖାଲି ରହିଛି । ଏହି ସମସ୍ତ ପଦ ପାଇଁ ପ୍ରାର୍ଥୀ ଡିଗ୍ରୀ ସହିତ ଆଇସିଏଆଇର ଫାଇନାଲ ପରୀକ୍ଷା ପାସ୍ କରିଥିବା ଆବଶ୍ୟକ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post