ରାଜ୍ୟରେ ପୂରଣ ହେବ ୨୫୨୫ଟି ପଦ । ଏଥିପାଇଁ ରାଜ୍ୟ ସରକାରଙ୍କ ମହିଳା, ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଅଙ୍ଗନବାଡ଼ି ୱାର୍କର ଓ ହେଲପର ପଦରେ ନିଯୁକ୍ତି ଦିଆଯିବ । ଜୁଲାଇ ୭ରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବା ବେଳେ ଅଗଷ୍ଟ ୮ ଆବେଦନର ଅନ୍ତିମ ତାରିଖ ରହିଛି । ଇଚ୍ଛୁକ ପ୍ରାର୍ଥୀମାନେ ନିମ୍ନରେ ପ୍ରଦତ୍ତ ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଚଳିତ ବର୍ଷ ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ଯୋଗ୍ୟତା ୧୯ ବର୍ଷ ଓ ସର୍ବାଧିକ ବୟସ ଯୋଗ୍ୟତା ୩୫ ବର୍ଷ ରହିଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ ହେବ । ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା ଦଶମ ଓ ଦ୍ୱାଦଶ ରହିଥିବା ଆବଶ୍ୟକ । ୨୬୩ଟି ଅଙ୍ଗନବାଡ଼ି ୱାର୍କର ପଦ ଖାଲି ରହିଥିବା ବେଳେ ୨୨୮୨ଟି ଅଙ୍ଗନବାଡ଼ି ହେଲପର ପଦ ଖାଲି ରହିଛି ।
Trending
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
Prev Post
Next Post