ଚାକିରି କରିବାକୁ କିଏ ବା ନ ଚାହେଁ। ଆପଣ ଯଦି SBIରେ ଚାକିରି କରିବାର ସ୍ୱପ୍ନ ଦେଖୁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଏନେଇ SBI ଏକ ବିଜ୍ଞପ୍ତି ପ୍ରକାଶ କରିଛି।ଏହି ନିଯୁକ୍ତି ମାଧ୍ୟମରେ ସ୍ପେଶାଲିଷ୍ଟ୍ କ୍ୟାଡର ଅଫିସର ପଦବୀ ପୂରଣ ହେବ। ଏନେଇ ଅନ୍ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୧୫୦ଟି ପଦବୀ ପୂରଣ ହେବ। BA ପାଶ୍ କରିଥିବା ପ୍ରାର୍ଥୀମାନେ ଏହାର ସୁଯୋଗ ନେଇପାରିବେ। ଚାକିରି ପାଇବା ପରେ ହାଇଦ୍ରାବାଦ ଏବଂ କୋଲକାତାରେ ପୋଷ୍ଟିଂ ହୋଇପାରେ।ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ SBIର ଅଫିସିଆଲ୍ ୱେବ୍ସାଇଟ୍ sbi.co.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ SBI Recruitment Apply for 150 posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।
Trending
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
Prev Post
Next Post