ଚାକିରି କରିବାକୁ କିଏ ବା ନ ଚାହେଁ। ଆପଣ ଯଦି SBIରେ ଚାକିରି କରିବାର ସ୍ୱପ୍ନ ଦେଖୁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଏନେଇ SBI ଏକ ବିଜ୍ଞପ୍ତି ପ୍ରକାଶ କରିଛି।ଏହି ନିଯୁକ୍ତି ମାଧ୍ୟମରେ ସ୍ପେଶାଲିଷ୍ଟ୍ କ୍ୟାଡର ଅଫିସର ପଦବୀ ପୂରଣ ହେବ। ଏନେଇ ଅନ୍ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏନେଇ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୧୫୦ଟି ପଦବୀ ପୂରଣ ହେବ। BA ପାଶ୍ କରିଥିବା ପ୍ରାର୍ଥୀମାନେ ଏହାର ସୁଯୋଗ ନେଇପାରିବେ। ଚାକିରି ପାଇବା ପରେ ହାଇଦ୍ରାବାଦ ଏବଂ କୋଲକାତାରେ ପୋଷ୍ଟିଂ ହୋଇପାରେ।ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ SBIର ଅଫିସିଆଲ୍ ୱେବ୍ସାଇଟ୍ sbi.co.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ SBI Recruitment Apply for 150 posts Notification ଏହି ଲିଙ୍କ୍ ଉପରେ କ୍ଲିକ୍ କରି ଦେଖିପାରିବେ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post