ଓପିଏସସି ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ମୁତାବକ, ମାର୍ଚ୍ଚ ମାସ ୨୭ରୁ ଏପ୍ରିଲ ମାସ ୭ ତାରିଖ ପର୍ଯ୍ୟନ୍ତ ସହକାରୀ ବନ ସଂରକ୍ଷକ (ଏସିଏଫ), ଫରେଷ୍ଟ ରେଞ୍ଜର, ଗ୍ରୁପ-ଏ (ଜେବି) ଓ ଗ୍ରୁପ-ବି ପଦର ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ । ଭୁବନେଶ୍ୱର, କଟକ, ସମ୍ବଲପୁର, ବ୍ରହ୍ମପୁର ଓ ବାଲେଶ୍ୱର ଆଦି ୫ଟି ଜୋନରେ ପରୀକ୍ଷା ଅନୁଷ୍ଠିତ ହେବ । ସକାଳ ୯-୧୨ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଓ ଦ୍ୱିପ୍ରହର ୨-୫ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଅନୁଷ୍ଠିତ ହେବ । ଏହାର ଏକ ଲିଷ୍ଟ ଜାରି କରାଯାଇଛି । ପ୍ରାର୍ଥୀମାନେ ଆସନ୍ତା ୨୧ ତାରିଖ ଠାରୁ ଆଡମିସନ ସାର୍ଟିଫିକେଟ ଡାଉନଲୋଡ୍ କରିପାରିବେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post