ସେପ୍ଟେମ୍ବର ୨୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୋଜଗାର ମେଳାରେ ଯୋଗ ଦେବେ । ସେଠଅରେ ପ୍ରାୟ ୫୧,୦୦୦ ନୂଆନିଯୁକ୍ତିର ନିଯୁକ୍ତି ଦାତାମାନଙ୍କୁ ଆପଏଣ୍ଟମେଣ୍ଟ ଲେଟର ଦେବେ । ନୂଆଦିଲ୍ଲୀର ରାୟସୀନା ସ୍ଥିତ ନେସନାଲ ମିଡିଆ ଷ୍ଟୋରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ ଏବଂ ସେଠାରେ ପ୍ରଧାନମନ୍ତ୍ରୀ ମୋଦୀ ଭିଡିଓ କନଫରେନ୍ସିଂ ଦ୍ୱାରା ନିଯୁକ୍ତି ପତ୍ର ଦେବେ ।ଆସନ୍ତାକାଲି ସକାଳ ୧୦ଟା ୧୫ରୁ ଦିଲ୍ଲୀର ନେସନାଲ ମିଡିଆ ସେଣ୍ଟରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ସରକାରୀ ମନ୍ତ୍ରାଳାୟ ଏବଂ କିଛି ସଂସ୍ଥାରେ ନବନିଯୁକ୍ତିକୁ ସେମାନଙ୍କ ନିଯୁକ୍ତି ପତ୍ର ପ୍ରଦାନ କରାଯିବ । ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ, ଭିଡିଓ କନଫରେନ୍ସ ଦ୍ୱାରା ବଣ୍ଟନ କରାଯିବ । ଅଗଷ୍ଟ ୨୮, ୨୦୨୩ରେ ଏକ ଚାକିରୀ ମେଳା ଆୟୋଜିତ ହୋଇଥିଲା, ସେଥିରେ ୫୧,୦୦୦ ଯୁବକଙ୍କୁ ଦେଶରେ ଚାକିରୀ ପାଇଁ ନିଯୁକ୍ତି ପତ୍ର ଦିଆଯାଇଥିଲା ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post