ସରକାରୀ ହୋମିଓପାଥିକ ମେଡିକାଲ କଲେଜମାନଙ୍କରେ ବିଭିନ୍ନ ବିଭାଗରେ ଅଧ୍ୟାପକ ନିଯୁକ୍ତିକୁ ନେଇ ଆସିଛି ଏକ ବଡ଼ ଖବର । ଏହି ପଦ ପାଇଁ ଲିଖିତ ପରୀକ୍ଷା ତାରିଖ ଘୋଷଣା କରିଛି ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) । ଜୁଲାଇ ୧୪ ତାରିଖ (ରବିବାର) ଦିନ ଏହି ପରୀକ୍ଷା ଅନୁଷ୍ଠିତ ହେବ । ସକାଳ ୯ରୁ ୧୦.୩୦ ପର୍ଯ୍ୟନ୍ତ ପେପର-୧ ଓ ମଧ୍ୟାହ୍ନ ୧୨ରୁ ୧.୩୦ ପର୍ଯ୍ୟନ୍ତ ପେପର-୨ ପରୀକ୍ଷା ଅନୁଷ୍ଠିତ ହେବ । କଟକ ଜୋନରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ପରୀକ୍ଷାର ସବିଶେଷ ବିବରଣୀ ଓ ପରୀକ୍ଷା କେନ୍ଦ୍ର ବାବଦରେ ପରବର୍ତ୍ତୀ ସମୟରେ ସୂଚନା ଜାରି କରାଯିବ । ତେଣୁ ନିୟମିତ ଭାବେ ଅଫିସିଆଲ ୱେବସାଇଟ୍ ଚେକ୍ କରିବାକୁ ପ୍ରାର୍ଥୀମାନଙ୍କୁ ପରାମର୍ଶ ଦିଆଯାଇଛି ।
Trending
- ଗଣେଶ ଉତ୍ସବ
- ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
Prev Post