ବ୍ୟାଙ୍କରେ ଚାକିରି ଖୋଜୁଥିବା ଯୁବପିଢିଙ୍କ ପାଇଁ ଖୁସି ଖବର । ସେଣ୍ଟ୍ରାଲ ବ୍ୟାଙ୍କରେ ବମ୍ପର ପଦବୀ ପାଇଁ ଆବେଦନ ଗ୍ରହଣ କରୁଛି । ଆବେଦନ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଆବେଦନ କରିବାର ଶେଷ ତାରିଖ ୯ ଜାନୁଆରୀ ୨୦୨୪ ରହିଛି । ଏହି ତାରିଖ ପୂର୍ବରୁ ଫର୍ମ ପୂରଣ କରିଦିଅନ୍ତୁ ।ଇଚ୍ଛୁକ ପ୍ରାର୍ଥୀ ଆବେଦନ ପାଇଁ ସେଣ୍ଟ୍ରାଲ ବ୍ୟାଙ୍କର ଅଫିସିଆଲ ୱେବସାଇଟକୁ ଯାଇ ଚେକ୍ କରିପାରିବେ । centralbankofindia.co.in କୁ ଯାଇ ଆପଣ ସବିଶେଷ ବିବରଣୀ ପାଇପାରିବେ
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
Prev Post
Next Post