ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧିନରେ ଆଇଟି ମ୍ୟାନେଜର ପଦ ପୂରଣ ହେବ । ଏଥିପାଇଁ ପ୍ରାର୍ଥୀଙ୍କୁ ମାସିକ ୪୪ ବେତନ ପ୍ରଦାନ ପ୍ରଦାନ କରାଯିବ । ଏଥିସହିତ ପ୍ରାର୍ଥୀଙ୍କୁ ପି.ଆଇ ସୁବିଧା ମଧ୍ୟ ପ୍ରଦାନ କରାଯିବ । ପ୍ରାର୍ଥୀଙ୍କୁ ଚୁକ୍ତିଭିତ୍ତିକ ଭାବେ ଏହି ନିଯୁକ୍ତି ଦିଆଯିବ ଓ ସୋସାଇଟିର ନିୟମ ଓ ସର୍ତ୍ତାବଳୀ ଅନୁସାରେ ତାହାକୁ ରିନ୍ୟୁ କରାଯିବ ।ଇଚ୍ଛୁକ ପ୍ରାର୍ଥୀମାନେ www.nhmodisha.gov.inର ୱେବସାଇଟକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ । ଜୁଲାଇ ୩୧ରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ହୋଇ ଅଗଷ୍ଟ ୧୩ ରାତି ୧୧.୫୯ ପର୍ଯ୍ୟନ୍ତ ଚାଲିବ । ପ୍ରାର୍ଥୀମାନେ ସିଷ୍ଟମ ଜେନେରେଟ ଆପ୍ଲିକେସନ ଫର୍ମରେ ସାଇନ କରି ସେଲଫ-ଆଟେଷ୍ଟେଡ ଡକ୍ୟୁମେଣ୍ଟଗୁଡ଼ିକୁ ଅଗଷ୍ଟ ୨୩ ତାରିଖ ସନ୍ଧ୍ୟା ୫.୩୦ ସୁଦ୍ଧା ପଠାଇ ପାରିବେ । ଆବେଦନ କରିବା ପୂର୍ବରୁ ପ୍ରାର୍ଥୀମାନେ ଯୋଗ୍ୟତା, ବୟସ, ପଦ ସଂଖ୍ୟା, ଚୟନ ପ୍ରଣାଳୀ ବିଷୟରେ ଅବଗତ ହେବା ନିହାତି ଜରୁରୀ ।
Trending
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post