ଏସଏସସି ମଲ୍ଟିଟାସ୍କିଂ (ଏମଟିଏସ) ଓ ହାବିଲଦାର ନିଯୁକ୍ତି ୨୦୨୪କୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ଏହି ନିଯୁକ୍ତିର ଅନଲାଇନ୍ ଆବେଦନର ଅନ୍ତିମ ତାରିଖ ବୃଦ୍ଧି କରାଯାଇଛି । ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୩୧ ରହିଥିବା ବେଳେ ଏବେ ଉକ୍ତ ଅବଧିକୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପ୍ରାର୍ଥୀମାନେ ଅଗଷ୍ଟ ୪ ତାରିଖ ସୁଦ୍ଧା ସେମାନଙ୍କର ଅନଲାଇନ୍ ପେମେଣ୍ଟ କରିପାରିବେ । ସେହିପରି ପ୍ରାର୍ଥୀମାନେ ଅଗଷ୍ଟ ୧୬ରୁ ୧୭ ତାରିଖ ମଧ୍ୟରେ ସେମାନଙ୍କର ଆପ୍ଲିକେସନ ଫର୍ମକୁ ସଂଶୋଧନ କରିପାରିବେ । ଅନ୍ୟ ସମସ୍ତ ନିୟମ ଅପରିବର୍ତ୍ତି ରହିବ । ଏନେଇ ଏସଏସସି ପକ୍ଷରୁ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post