ତରବରିଆ ଭାବରେ ଆମେ ଖାଦ୍ୟକୁ ନଚୋବାଇ ଶୀଘ୍ର ଶୀଘ୍ର ଗିଳିଦିଅନ୍ତି । ତେବେ ଏହା ଦେହ ପ୍ରତି କେତେ କ୍ଷତିକାରକ ଆପଣ ଜାଣନ୍ତି କି ?ଏକ ଅନୁଧ୍ୟାନରୁ ଜଣାଯାଇଛି ଯେ ନଚୋବାଇ ଖାଉଥିବା ବ୍ୟକ୍ତିଙ୍କ ଓଜନ ଚୋବାଇ ଧୀରେ ଧୀରେ ଖାଉଥିବା ବ୍ୟକ୍ତିଙ୍କ ଓଜନ ତୁଳନାରେ ଅଧିକ ହୋଇଥାଏ।ହଜମ ପ୍ରକ୍ରିୟା ନିୟନ୍ତ୍ରଣରେ ରହେ: ଡେରି ଯାଏଁ ଚୋବାଇବା ଦ୍ବାରା ପାଟିରେ ଲାଳ ସୃଷ୍ଟି ହୋଇଥାଏ ଯାହା ଖାଦ୍ୟକୁ ନରମ କରି ଭାଙ୍ଗିବାରେ ସାହାଯ୍ୟ କରିଥାଏ ଏବଂ କାର୍ବୋହାଇଡ୍ରେଟସ ଏବଂ ଫ୍ୟାଟସକୁ ଅଲଗା କରିଥାଏ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post