କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଅଧିକ ସମୟ ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଯଥାସମ୍ଭବ ଦୂରେଇ ରଖନ୍ତୁ। ଏଭଳିି ମତବ୍ୟକ୍ତ କରିଛନ୍ତି ୱାଶିଂଟନ୍ ୟୁନିଭର୍ସିଟିର ବିଶେଷଜ୍ଞମାନେ। ଏକ ସଦ୍ୟତମ ସର୍ଭେରୁ ସେମାନେ ଜାଣିପାରିଛନ୍ତି ଯେ ଆବଶ୍ୟକତାଠାରୁ ଅଧିକ ଥର ଏବଂ ପରିମାଣର ଚା’ ପିଇଲେ ତାହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିଥାଏ।ଏହି ସର୍ଭେରୁ ଉକ୍ତ ୟୁନିଭର୍ସିଟିର ବିଶେଷଜ୍ଞମାନେ ଜାଣିପାରିଛନ୍ତି ଯେ, ଏଭଳି ଅଭ୍ୟାସ ଦ୍ୱାରା ବୁଦ୍ଧିମତ୍ତା ପ୍ରଭାବିତ ହେବାର ଆଶଙ୍କା ରହିଛି। କାରଣ ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କର ବୁଦ୍ଧିମତ୍ତାକୁ ତନ୍ନ ତନ୍ନ କରି ତର୍ଜମା କରିବା ପରେ ସେମାନେ ଏଭଳି ବିଷୟରେ ଜାଣିବାକୁ ପାଇଥିଲେ। କେବଳ ସେତିକି ନୁହେଁ, ଏଥିଯୋଗୁ ପେଟରେ ଅମ୍ଳ ବା ଏସିଡିଟି ବଢ଼ିଯାଇଥାଏ।
Trending
- ଓଏଏସ୍ ସ୍ତରରେ ଅଦଳବଦଳ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
Prev Post
Next Post