ଫଳ ସେବନ କରିବା ନିତାନ୍ତ ଆବଶ୍ୟକ। ଫଳରେ ବିଭିନ୍ନ ପ୍ରକାର ପୋଷକ ତତ୍ତ୍ୱ ରହିଛି। ଯାହା ସ୍ୱାସ୍ଥ୍ୟର ଅନେକ ଉପକାର କରିଥାଏ। ଫଳରେ ଅଧିକ ମାତ୍ରାରେ ଫାଇବର ରହିଛି, ଯାହା ଫଳ ଚୋପାରୁ ହିଁ ମିଳିଥାଏ। ମାତ୍ର ଅନେକଙ୍କୁ ଫଳର ଚୋପା କାଢି ଏହାକୁ ଖାଇବାର ଅଭ୍ୟାସ ରହିଛି। ଏପରି କି ସେଓର ଚୋପା କାଢି ମଧ୍ୟ ଅନେକ ଖାଇ ଥାଆନ୍ତି। ଜାଣନ୍ତୁ ଏଭଳି କେତେକ ଫଳ ବିଷୟରେ ଯାହାକୁ ଚୋପା ସହ ଖାଇବା ଉଚିତ।
ସେଓର ଚୋପା କାଢି କଦାପି ଖାଆନ୍ତୁ ନାହିଁ। ସେଓକୁ ଏହାର ଚୋପା ସହ ଖାଇବା ଦ୍ୱାରା ୩୩୨ ପ୍ରତିଶତ ଅଧିକ ଭିଟାମିନ କେ,୧୪୨ ପ୍ରତିଶତ ଅଧିକ ଭିଟାମିନ୍ ଏ ଓ ୧୧୫ ପ୍ରତିଶତ ଅଧିକ ଭିଟାମିନ ସି ଓ ୨୦ ପ୍ରତିଶତରୁ ଅଧିକ କ୍ୟାଲସିୟମ ମିଳିଥାଏ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ