ଜଣେ ବ୍ୟକ୍ତି ନିଜର ମାନସିକତାକୁ ଅଧିକାଂଶ ସମୟ ସକାରାତ୍ମକ ରଖେ ତେବେ ସେ ନିଜକୁ କେତେକ ରୋଗଠାରୁ ଅନେକାଂଶରେ ଦୂରେଇ ରଖିପାରିବେ। ଏହାର ଏକ ସରଳ ଉପାୟ ସମ୍ପର୍କରେ ମଧ୍ୟ ସୂଚିତ କରାଯାଇଛି। ଏ ସମ୍ପର୍କିତ ବିଷୟକୁ ନେଇ ନିକଟରେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ଏକ ଗବେଷଣା କରିଥିଲେ। ଏହାର ଅନ୍ତର୍ଭୁକ୍ତ ବ୍ୟକ୍ତିମାନଙ୍କୁ ନିଜର କଥାବାର୍ତ୍ତା ଶୈଳୀ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଇଥିଲା। କାରଣ ଏହା ଦ୍ବାରା ସେମାନଙ୍କ ମାନସିକତା ସକାରାତ୍ମକ ରହିବା ସହ କାର୍ଯ୍ୟକରିବା ପାଇଁ ସେମାନଙ୍କଠାରେ ଆଗ୍ରହ ପ୍ରକାଶ ପାଇବ ବୋଲି ସେମାନଙ୍କର ହୃଦ୍ବୋଧ ହୋଇଥିଲା। ତେଣୁ ଯେଉଁମାନଙ୍କ କଥାବାର୍ତ୍ତା ଶୈଳୀରେ ନମ୍ରତା ଦେଖିବାକୁ ମିଳିଥିଲା ସେମାନଙ୍କର ମାନସିକତା ସକାରାତ୍ମକ ରହିଥିଲା।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post