ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ । ଲେମ୍ବୁପାଣିରେ ପୋଟାସିୟମ୍, ଫୋଲେଟ୍, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ୍ ସି ଆଦି ତତ୍ତ୍ୱ ରହିଥାଏ। ଲେମ୍ବୁପାଣିରେ ଥିବା କ୍ୟାଲସିୟମ୍ ଅକ୍ସାଲେଟ୍ କିଡ୍ନୀ ଷ୍ଟୋନ ସମସ୍ୟା ଦୂର କରିଥାଏ। ତେଣୁ ସକାଳେ ଏଥିରୁ ଅଧାଗ୍ଲାସ ପିଇଲେ ବହୁ ଫାଇଦା ମିଳେ। ଏହା ପାଚନ କ୍ରିୟାକୁ ନିୟନ୍ତ୍ରିତ କରିବା ସହିତ ସୃତିଶକ୍ତି ପ୍ରଖର କରେ। ଲେମ୍ବୁପାଣି ରକ୍ତ ସଞ୍ଚାଳନ ସ୍ବାଭାବିକ କରିଥାଏ। ଫଳରେ ହାର୍ଟ ଆଟାକ୍, ମେଦବହୁଳତା,ରକ୍ତଚାପ ଓ ଡାଇବେଟିସ୍ ସମସ୍ୟା ଦୂର ହୋଇଥାଏ। ଏହା ଇନସୁଲିନ୍କୁ କ୍ରିୟାଶୀଳ କରାଇବା ସହିତ କର୍କଟ ରୋଗ ନିରାକରଣରେ ଏହା ମହୌଷଧୀ ସଦୃଶ କାର୍ଯ୍ୟ କରେ।
Trending
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
Prev Post
Next Post