ଶୀତଋତୁ ଆରମ୍ଭ ହୋଇସାରିଛି। ଏବଂ ତାପମାତ୍ରା କ୍ରମାଗତ ଭାବରେ ହ୍ରାସ ପାଇବାରେ ଲାଗିଛି । ଶୀତଦିନରେ ଅଧିକାଂଶ ଲୋକ ଗାଧୋଇବା ପାଇଁ ଗରମ ପାଣିର ବ୍ୟବହାର କରିଥାନ୍ତି। ଆଉ କିଛି ଲୋକ ଥଣ୍ଡା ପାଣିରେ ଗାଧୋଇବାକୁ ପସନ୍ଦ କରିଥାନ୍ତି। ତେବେ ପ୍ରଶ୍ନ ଉଠୁଛି କି, ଶୀତ ଦିନରେ କେଉଁ ପାଣିରେ ଗାଧୋଇଲେ ଶରୀର ପାଇଁ ଅଧିକ ଲାଭଦାୟକ ହୋଇଥାଏ। ତେବେ ଚାଲନ୍ତୁ ଜାଣିବା ଏହା ଉପରେ ଆୟୁର୍ବେଦ ଡାକ୍ତାରଙ୍କ ମତ କ’ଣ ରହିଛି।ଥଣ୍ଡା ପାଗରେ ଅଧିକ ଗରମ ପାଣିରେ ନଗାଧୋଇ କି ଉଷୁମ ପାଣିରେ ଗାଧୋଇବା ଉଚିତ୍। ଉଷୁମ ପାଣିରେ ଗାଧୋଇବା ଦ୍ୱାରା ସ୍ୱାସ୍ଥ୍ୟ ଭଲ ରହିଥାଏ। ଏବଂ ଆମ ଶରୀରର ରକ୍ତ ସଞ୍ଚାଳନରେ ଉନ୍ନତି ହୋଇଥାଏ। ଏହାସହ ଥଣ୍ଡା ଓ କାଶ ହେବାର ଆଶଙ୍କା ହ୍ରାସ ପାଇଥାଏ। ଉଷୁମ ପାଣି ଶରୀରକୁ ସଫା ରଖିବା ସହ ଚର୍ମ ସମସ୍ୟା ଦୂର କରିଥାଏ। ଏହାସହ ଲୋକମାନଙ୍କୁ ଶୀତରୁ ମୁକ୍ତି ଦେଇଥାଏ।ଶୀତରେ ଥଣ୍ଡା ପାଣିରେ ଗୋଧେଇଲେ ଶରୀରର କୌଣସି କ୍ଷତି ହୋଇନଥାଏ।
Trending
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ