ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ରସଗୋଲା ଓଡ଼ିଶାର ବୋଲି କହିଥିବା ସୌରଭଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ପ୍ରବଳ ମାତ୍ରାରେ ଟ୍ରେଣ୍ଡ୍ କରୁଛି। ଓଡ଼ିଆମାନେ ହଜାର ହଜାର ସଂଖ୍ୟାରେ ଏହି ଭିଡିଓଟିକୁ ସେୟାର କରୁଛନ୍ତି। ଜି ବଙ୍ଗଳାରେ ପ୍ରସାରିତ ବଙ୍ଗଳାର ଲୋକପ୍ରିୟ ଟିଭି ସୋ ‘ଦାଦାଗିରି’ରେ ସୌରଭ ଏକଥା କହିଛନ୍ତି। ସୌରଭ କହିଛନ୍ତି କି ରସଗୋଲା କୋଲକାତାରେ ବେଶ୍ ପ୍ରସିଦ୍ଧ। ମାତ୍ର ଏହା ଓଡ଼ିଶାର। ଜଗନ୍ନାଥ ମନ୍ଦିର ଇତିହାସରୁ ଏ ସୂଚନା ମିଳୁଛି ବୋଲି ସେ କହିଛନ୍ତି। ସୌରଭ ଏହି ଭିଡିଓରେ ନିଜ ପିଲାଦିନ କଥା ମଧ୍ୟ କହିଛନ୍ତି। ଯେତେବେଳେ ସେ କଟକ କ୍ରିକେଟ ଖେଳିବାକୁ ଆସୁଥିଲେ ସେତେବେଳେ ସେ ଏଠାରେ ରସଗୋଲା ଖାଇବାକୁ ଭଲ ପାଉଥିଲେ ବୋଲି କହିଛନ୍ତି।
Trending
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
- ଆଜି ଓଡ଼ିଆ ପାଳୁଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ
- ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି ଦ୍ବିତୀୟ ଦିବସ ଥିଲା,ଆଜି ପ୍ରାୟ ୮୦ ରୁ ଉର୍ଦ୍ଧ୍ବ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଶେଷ
Prev Post
Next Post