ଯୁବତୀ ଓ ମହିଳା ମାନେ। ତ୍ୱଚା ସୁସ୍ଥ, ଚମକ, ଉଜ୍ଜ୍ୱଳ ରହୁ ବୋଲି ଇଚ୍ଛା। ମାତ୍ର ବୟସ ବଢିବା ସହ ଏହାର ପ୍ରଭାବ ତ୍ୱଚା, ଚର୍ମ, ବେକ ସହ ଶରୀରର ବିଭିନ୍ନ ଅଙ୍ଗରେ ଦେଖାଯାଇଥାଏ।
ବୟସ ସହ ଧିରେ ଧିରେ ତ୍ୱଚା ଖରାପ ହେବାକୁ ଲାଗି ଥାଏ। ମୁହଁରେ କୁଞ୍ଚନ ସହ ତ୍ୱଚା ଜନିତ ଅନେକ ସମସ୍ୟା ନଜର ଆସିଥାଏ। ବିଶେଷ କରି ନିଜର ଜୀବନଶୈଳୀ ପ୍ରତି ସଠିକ୍ ଧ୍ୟାନ ନ ଦେବା ଦ୍ୱାରା, ଖରାର ପ୍ରଭାବ, ପ୍ରଦୂଷଣ, ସୂର୍ଯ୍ୟର ଅତି ବାଇଗଣୀ ରଶ୍ମିର ପ୍ରଭାବରେ ତ୍ୱଚା ଉପରେ କୁପ୍ରଭାବ ପଡିଥାଏ।
ଶରୀର ଓ ତ୍ୱଚାକୁ ସୁସ୍ଥ ରଖିବା ପାଇଁ ପ୍ରୋଟିନ୍, କ୍ୟାଲସିୟମ, ମିନେରଲ୍ସ, ଫାଇବର ଥିବା ଖାଦ୍ୟର ଭରପୁର ସେବନ କରିବା ଉଚିତ୍।ତ୍ୱଚାକୁ ଯୁବା ଓ ସୁନ୍ଦର ରଖିବା ପାଇଁ ନିୟମିତ ଫଳର ସେବନ କରନ୍ତୁ। ଫଳରେ ଥିବା ଭିଟାମିନ୍ ଓ ମିନେରାଲ୍ସ ତ୍ୱଚାକୁ ପୋଷକ ତତ୍ତ୍ୱ ଯୋଗାଇଥାଏ।
ଡ୍ରାଏ ଫ୍ରୁଟ୍ସ ମଧ୍ୟ ତ୍ୱଚାକୁ ପୋଷକ ତତ୍ତ୍ୱ ପ୍ରଦାନ କରିଥାଏ। ଯୁବା ରଖିବାରେ ସହାୟକ ହୋଇଥାଏ। ତ୍ୱଚାରେ କୁଞ୍ଚନ ସୃଷ୍ଟି ହେବାକୁ ଦେଇନଥାଏ।
ତ୍ୱଚାକୁ ଯୁବା ଓ ସୁନ୍ଦର ରଖିବା ପାଇଁ ପ୍ରଚୁର ପରିମାଣରେ ପାଣି ପିଅନ୍ତୁ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post